ପଳାତକ ଆଇଆଇସି ଧନେଶ୍ୱର ସାହୁ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ
ପଳାତକ ଆଇଆଇସି ଧନେଶ୍ୱର ସାହୁ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ। ଗତକାଲି ନରସିଂହପୁରରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଜଳେଶ୍ବର ଥାନାର ପୂର୍ବତନ ଆଇଆଇସି ଧନେଶ୍ୱର। ଗଞ୍ଜେଇ ଚୋରା ଚାଲାଣରେ ସଂପୃକ୍ତ ଥିଲେ ଧନେଶ୍ୱର। ତାଙ୍କ ବିରୋଧରେ ହୋଇଥିବା ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଥିଲା।…