ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୨୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
୨୨ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ,…