Below header
Browsing Tag

inagurated

ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପରିସରରେ ନୂତନ ବହୁତଳ ପାର୍କିଂକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପରିସରରେ ନୂତନ ବହୁତଳ ପାର୍କିଂକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫ ଏକର ଜମିରେ ୩୫ କୋଟିରୁ ଉର୍ଦ୍ଧ୍ଵ ଟଙ୍କା ବ୍ୟୟରେ ଭୁବନେଶ୍ୱର ରାସ୍ତା ଓ ଗୃହ ନିର୍ମାଣ ଡିଭିଜନ୍‌ ପକ୍ଷରୁ ନିର୍ମାଣ ହୋଇଛି ବହୁତଳ ପାର୍କିଂ ।…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୁଳ, ଶ୍ରୀମନ୍ଦିରରୁ ରଥଖଳାକୁ ଆସିଲା ଆଜ୍ଞାମାଳ

ପୁରୀ (କେନ୍ୟୁଜ): ରଥ ନିର୍ମାଣ ଅନୁକୂଳ । ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁ୍‌ଖରୁ ଆଜ୍ଞାମାଳ ବିଜେ ହୋଇଛି। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣର ହେବ ଶୁଭ ଅନୁକୂଳ। ପବିତ୍ର ଅକ୍ଷୟ ତୃତୀୟାରୁ ଶ୍ରୀମନ୍ଦିରରେ ୨ଟି ପର୍ବ ପାଳନ କରାଯାଉଛି…