ସେମି ଫାଇନାଲରେ ଭାରତ, ଓ୍ଵେଷ୍ଟଇଣ୍ଡିଜକୁ ୫ ଓ୍ଵିକେଟରେ ହରାଇ ଟି 20 ବିଶ୍ବକପ୍ ସେମିଫାଇନାଲରେ କଲା ଏଣ୍ଟ୍ରି
ସୁପର-୮ର ଗୁରୁତ୍ଵପୂର୍ଣ୍ଣ ମୁକାବିଲାରେ ବାଜି ମାରିଲା ଭାରତ। ଓ୍ଵେଷ୍ଟଇଣ୍ଡିଜକୁ ୫ ଓ୍ଵିକେଟରେ ହରାଇ ଚତୁର୍ଥ ଦଳ ଭାବେ ଟି-୨୦ ବିଶ୍ଵକପ୍ ୨୦୨୬ର ସେମି ଫାଇନାଲରେ ପହଞ୍ଚିଛି । ୨୦୧୬ ଟି-୨୦ ବିଶ୍ଵକପ୍ ସେମି ଫାଇନାଲ୍ ପରାଜୟର ମଧୁର ପ୍ରତିଶୋଧ ନେଇଛି ଭାରତ। ଓ୍ଵେଷ୍ଟଇଣ୍ଡିଜକୁ ଦ୍ଵାରା…