ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି ଟ୍ବେଣ୍ଟି ଟକ୍କର, ଦିନିକିଆ ସିରିଜରେ ପରାଜୟ ପରେ ପ୍ରତିଶୋଧ ଲକ୍ଷ୍ୟରେ ଟିମ ଇଣ୍ଡିଆ
ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି ଟ୍ବେଣ୍ଟି ଟକ୍କର । ଦିନିକିଆ ସିରିଜରେ ପରାଜୟ ପରେ ଟ୍ବେଣ୍ଟି-୨୦ ସିରିଜ ଜିତି ଦିନିକିଆ ଶୃଙ୍ଖଳା ପରାଜୟର ପ୍ରତିଶୋଧ ନେବା ଲକ୍ଷ୍ୟରେ ଟିମ ଇଣ୍ଡିଆ । ସୂର୍ଯ୍ୟକୁମାରଙ୍କ ବ୍ୟକ୍ତିଗତ ଫର୍ମ ଭଲ ନ ଥିଲେ ବି ଅଭିଷେକ ଶର୍ମା, ତିଳକ ବର୍ମା, ସଞ୍ଜୁ ସାମସନ,…