Browsing Tag

india austrelia one day match

ଆଜି ମୋହାଲିରେ ମହାମୁକାବିଲା, ଭାରତ-ଅଷ୍ଟ୍ରେଲିଆ ଚତୁର୍ଥ ଦିନିକିଆ ମ୍ୟାଚ୍

ମୋହାଲିରେ ମହାମୁକାବିଲା । ଆଜି ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ୍ । ମୋହାଲିରେ ଅପରାହ୍ଣ ସାଢ଼େ ଗୋଟାଏରେ ଏହି ମ୍ୟାଚ୍ ଖେଳାଯିବ । ଏହି ମ୍ୟାଚ୍ ଜିତି ଆଗୁଆ ସିରିଜ୍ କବଜା କରିବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ବିରାଟ କୋହଲିଙ୍କ ନେତୃତ୍ୱରେ ବିନା ଧୋନିରେ…