ଚୀନକୁ ରୋକଠାକ୍ ଶୁଣାଇଲା ଭାରତ, ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ ସୀମାରେ ଶାନ୍ତି ଆବଶ୍ୟକ
ନୂଆଦିଲ୍ଲୀ: ଚୀନ୍ ପ୍ରତିପକ୍ଷଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଜୟଶଙ୍କର । ଏକ ଘଣ୍ଟା ଧରି ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା । ତାଜାକିସ୍ତାନରେ ଚୀନ୍ ବୈଦେଶିକ ମନ୍ତ୍ରୀ ଓ୍ଵାଙ୍ଗ ୟିଙ୍କ ସହ ଆଲୋଚନା କରିଛନ୍ତି ଜୟଶଙ୍କର । ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ ସୀମାରେ ଶାନ୍ତି ଆବଶ୍ୟକ ।…