Browsing Tag

India president

ଓଡ଼ିଶାର ଗର୍ବ ଏବଂ ଗୌରବ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକାଳକୁ ପୂରିଲା ବର୍ଷେ

ରାଷ୍ଟ୍ରପତି ଭବନରେ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ବର୍ଷ। ୨୦୨୨ ଜୁଲାଇ ୨୫ରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଇଥିଲେ ଦ୍ରୌପଦୀ ମୁର୍ମୁ । ଏହାରି ମଧ୍ୟରେ ଦେଶର ସର୍ବୋଚ୍ଚ ପଦବୀରେ ତାଙ୍କର ଏକ ବର୍ଷ ପୂରଣ ହୋଇଯାଇଛି। ସେ ହେଉଛନ୍ତି ପ୍ରଥମ ଆଦିବାସୀ ଓ ଦ୍ୱିତୀୟ ମହିଳା ରାଷ୍ଟ୍ରପତି।…

ଏଲଜାବେଥ୍ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଆସନ୍ତା ୧୭ ତାରିଖରୁ ୩ଦିନିଆ ଲଣ୍ଡନ ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ବ୍ରିଟେନ ମହାରାଣୀ ଏଲିଜେବେଥ୍‌ ଦ୍ୱିତୀୟଙ୍କ ଶେଷକୃତ୍ୟରେ ଯୋଗଦେବେ । ୧୯ ତାରିଖରେ ମହାରାଣୀଙ୍କ ଶେଷକୃତ୍ୟ ବେଳେ ଉପସ୍ଥିତ ରହିବେ । ଭାରତ ସରକାରଙ୍କ ପକ୍ଷରୁ ରାଷ୍ଟ୍ରପତି ଦ୍ରୌପଦୀ…

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ହେଲେ ଜଷ୍ଟିସ୍‌ ଉଦୟ ଉମେଶ ଲଳିତ, ନିଯୁକ୍ତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଦେଶର ୪୯ ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହେଲେ ଜଷ୍ଟିସ ଉଦୟ ଉମେଶ ଲଳିତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଦେଶର ପ୍ରଧାନ ବିଚାରପତି ଭାବେ ଚୟନ କରିଛନ୍ତି। ଜଷ୍ଟିସ୍‌ ୟୁୟୁ ଲଳିତ ସୁପ୍ରିମକୋର୍ଟର ଅନ୍ୟତମ ବରିଷ୍ଠ ଜଜ୍‌ ଭାବେ କାର୍ଯ୍ୟ କରୁଥିଲେ। ଜଷ୍ଟିସ୍‌ ଲଳିତ…

ଭାରତର ରାଷ୍ଟ୍ରପତିଙ୍କୁ ମିଳିଥାଏ ଏତେ ଦରମା; ଲାଗେନି କୌଣସି ଟ୍ୟାକ୍ସ! ଜାଣନ୍ତୁ ମିଳୁଥିବା ସୁବିଧା ତାଲିକା…

ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ପ୍ରତିଦ୍ୱନ୍ଦ୍ୱିତାରେ ବିରୋଧୀ ପ୍ରାର୍ଥୀ ଯଶଓ୍ଵନ୍ତ ସିହ୍ନାଙ୍କୁ ମାତ୍‌ ଦେଇଛନ୍ତି। ବର୍ତ୍ତମାନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ୨୪ ଜୁଲାଇରେ ଶେଷ ହେବ। ଦ୍ରୌପଦୀ…

ରାଷ୍ଟ୍ରପତିଙ୍କ ଅଭିବାଦନ ବେଳେ ‘ମହାମହିମ’ ଶବ୍ଦକୁ ବ୍ୟବହାର କରିବା ଉପରେ ପ୍ରତିବନ୍ଧକ, ଜାଣନ୍ତୁ କାରଣ

ଭାରତୀୟ ଜନତା ପାର୍ଟିର ନେତୃତ୍ୱାଧୀନ ଏନ୍‌ଡିଏର ରାଷ୍ଟ୍ରପତି ପଦର ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନ ଜିତିଛନ୍ତି। ଏବେ ସେ ଦେଶର ୧୫ ତମ ରାଷ୍ଟ୍ରପତି ବନିଯାଇଛନ୍ତି। ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପରେ ତାଙ୍କୁ ଚାରି ଆଡ଼ୁ ଶୁଭେଚ୍ଛାର ସୁଅ ଛୁଟୁଛି। ତାଙ୍କ ବିଜୟରେ ଗୋଟେ ପଟେ…

ଆଜି ଦିଲ୍ଲୀ ଏମ୍ସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ କରିବେ ଓଡିଆ ଡାକ୍ତର ଅକ୍ଷୟ କୁମାର ବିଶୋୟୀ

ଆଜି ଦିଲ୍ଲୀ ଏମ୍ସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ବାଇପାସ୍ ସର୍ଜରୀ ହେବ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ନିକଟରେ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଆଉ ରାଷ୍ଟ୍ରପତିଙ୍କ ବାଇପାସ୍ ସର୍ଜରୀର ଦାୟିତ୍ବ…