Browsing Tag

India-us talk

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ମୋଦି- ବାଇଡେନ ସାକ୍ଷାତ, ଏକାଠି କରିବେ ରାତ୍ରୀ ଭୋଜନ

ମୋଦି- ବାଇଡେନ ସାକ୍ଷାତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ଦୁଇ ରାଷ୍ଟ୍ର ମୁଖ୍ୟଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ଚାଲିଛି। ଜି- ୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆମେରିକା ରାଷ୍ଟ୍ରପତି ବାଇଡେନ ୩ଦିନିଆ ଗସ୍ତରେ ଆସିଛନ୍ତି। ନୂଆଦିଲ୍ଲୀ…