ଦିନିକିଆ ମ୍ୟାଚ୍ ପୂର୍ବରୁ ଆଜି ବାରବାଟି ଷ୍ଟାଡିୟମ୍ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ, ବଦଳିଲା ଟିକେଟ କାଉଣ୍ଟର ସ୍ଥାନ
କଟକ : ଭାରତ ଇଂଲଣ୍ଡ ଏକ ଦିବସୀୟ କ୍ରିକେଟ ମ୍ୟାଚ୍। ଆଜି ବାରବାଟି ଷ୍ଟାଡିୟମ୍ ପରିଦର୍ଶନରେ ଆସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମ୍ୟାଚ୍ ପ୍ରସ୍ତୁତି ନେଇ କରିବେ ଅନୁଧ୍ୟାନ । ପୂର୍ବାହ୍ନ ସାଢେ଼ ଏଗାରଟା ସମୟରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ଫେବୃୟାରୀ ମାସ ୯ ତାରିଖରେ ଅନୁଷ୍ଠିତ…