ଆଜି ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି-୨୦, ସିରିଜ ହାତେଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେଉଥିବା ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ଟି-୨୦ ମ୍ୟାଚ୍କୁ ଟିମ୍ ଇଣ୍ଡିଆ ୫ ଓ୍ଵିକେଟରେ ଜିତିସାରିଛି। ଆଜି ରୋହିତଙ୍କ ବାହିନୀ ସିରିଜ ଉପରେ କବ୍ଜା କରିବା ପାଇଁ ମଇଦାନକୁ ଓହ୍ଲାଇବ। ଅନ୍ୟପକ୍ଷରେ…