ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍, ସିରିଜ ବଞ୍ଚାଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ । ସିରିଜ ବଞ୍ଚାଇବା ଲକ୍ଷ୍ୟରେ ଟିମ ଇଣ୍ଡିଆ । ଭାରତ ପାଇଁ ଆଜିର ମ୍ୟାଚ୍ ଗୁରୁତ୍ୱପୂର୍ଣ୍ଣ । ତୃତୀୟ ମ୍ୟାଚରେ ସହଜ ବିଜୟ ହାସଲ କରିଥିଲା ଭାରତ ।
ଆଜିର ମ୍ୟାଚ୍ ଜିତିବାକୁ ହେଲେ ଉଭୟ ବ୍ୟାଟିଂ ଓ ବୋଲିଂରେ ଭଲ ପ୍ରଦର୍ଶନ କରିବାକୁ ପଡ଼ିବ…