ଟି-୨୦ ସିରିଜ ଜିତିଲା ଟିମ୍ ଇଣ୍ଡିଆ: ଅକ୍ଷର ପଟେଲ ମ୍ୟାନ୍ ଅଫ ସିରିଜ ଏବଂ ଅର୍ଶଦୀପ ସିଂ ମ୍ୟାନ୍ ଅଫ୍ ଦ ମ୍ୟାଚ୍…
ଟିମ୍ ଇଣ୍ଡିଆ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଶେଷ ଟି-୨୦ ମ୍ୟାଚ୍ ଜିତି ସିରିଜ ବିଜୟ କରିଛି। ଘରୋଇ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତ ୪-୧ରେ ଟି-୨୦ ସିରିଜ ଜିତିଛି। ରବିବାର ପଞ୍ଚମ ମ୍ୟାଚରେ ଭାରତ ୮୮ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଥିଲା । ଦଳ ପ୍ରଥମେ ବ୍ୟାଟିଂ କରି ଶ୍ରେୟସ ଆୟରଙ୍କ…