ପୂର୍ବତନ ବାୟୁସେନା ମୁଖ୍ୟ RKS ଭଦୌରିଆ ବିଜେପିରେ ସାମିଲ, ଗାଜିଆବାଦରୁ ଲଢିପାରନ୍ତି ନିର୍ବାଚନ
ଲୋକସଭା ନିର୍ବାଚନ ପୂର୍ବରୁ ପୂର୍ବତନ ବାୟୁସେନା ଅଧ୍ୟକ୍ଷ ରାକେଶ କୁମାର ସିଂହ ଭଦୌରିଆ ଓ ୱାଇଏସଆରର ବରିଷ୍ଠ ନେତା ଭି.ପ୍ରସାଦ ରାଓ ବିଜେପିରେ ସାମିଲ ହୋଇଛନ୍ତି । ବିଜେପିର ବରିଷ୍ଠ ନେତା ବିନୋଦ ତାବଡେ ଓ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏ ଦୁଇଜଣଙ୍କୁ ଦିଲ୍ଲୀରେ ଦଳର ସଦସ୍ୟତା ଦେଇଛନ୍ତି…