Browsing Tag

Indian Meteorological Department

ଆସନ୍ତା ୨୭ ତାରିଖ ଆଡ଼କୁ ବାତ୍ୟା ଆଶଙ୍କା, ଭାରତୀୟ ପାଣିପାଗ ବିଭାଗର ସୂଚନା

୨୭ରେ ବାତ୍ୟା ଆଶଙ୍କା । ଆସନ୍ତା ୨୭ ତାରିଖ ଆଡ଼କୁ ବାତ୍ୟା ଆଶଙ୍କା । ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେବା ସମ୍ଭାବନା । ଆସନ୍ତାକାଲି ସୁଦ୍ଧା ଲଘୁଚାପ ଅଧିକ…