ଓଡ଼ିଆ ପାଇଁ ଭଲ ଖବର: ମୁମ୍ବାଇରେ ଓଡିଆ ଭଜନ ‘ଜଗା ତୁ ଯାଦୁଗର’କୁ ମିଳିଲା ଇଣ୍ଡିଆନ୍ ମ୍ୟୁଜିକ୍ ଆୱାର୍ଡ
ଓଡିଆ ଭଜନକୁ ମିଳିଛି ଜାତୀୟ ସ୍ତରର ସ୍ୱୀକୃତି । କୋଟି ଓଡିଆଙ୍କ ମଉଡମଣୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ହୋଇଥିବା ଓଡିଆ ଆଧ୍ୟାତ୍ମିକ ଭଜନ "ଜଗା ତୁ ଯାଦୁଗର"କୁ ମିଳିଛି ଇଣ୍ଡିଆନ୍ ମ୍ୟୁଜିକ୍ ଆୱାର୍ଡ-୨୦୨୪ । ହଙ୍ଗାମା ଆର୍ଟିଷ୍ଟ ଆଲାଉଡ୍ ପକ୍ଷରୁ ମାୟାନଗରୀ ମୁମ୍ବାଇରେ ଏହି ସମ୍ମାନ…