ବାରବାଟୀ ବ୍ୟାଟେଲ ପାଇଁ ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି
ଭୁବନେଶ୍ୱର : ବାରବାଟୀ ବ୍ୟାଟେଲ ପାଇଁ ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି । ସ୍ବତନ୍ତ୍ର ଫ୍ଲାଇଟରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ବଳୟରେ ହୋଟେଲକୁ ଯାଇଥିଲେ । ହୋଟେଲ ପରିସରରେ ଉଭୟ ଟିମର ଖେଳାଳିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି ।…