ଜୀଅନ୍ତା ମାଛ ଗିଳିଦେଲା ବର୍ଷକର ଶିଶୁ, ଗଳାରେ ଛଟପଟ ହେଲା….ଡାକ୍ତର କଲେ ଅଦ୍ଭୁତ କାରନାମା
ଇନ୍ଦୋର : ଜୀଅନ୍ତା ମାଛ ଗିଳିଦେଲା ବର୍ଷକର ଛୁଆ । ହେଲେ ଡାକ୍ତରଙ୍କ ଯୋଗୁଁ ବଞ୍ଚିଗଲା ଜୀବନ । ମାଛ ସହିତ ଖେଳିଖେଳି ପିଲାଟି ମାଛକୁ ଗିଳିଦେଇଥିଲା । ଡାକ୍ତର ଯାହାକୁ ସୁରକ୍ଷିତ ଭାବେ ବାହାର କରିଛନ୍ତି । ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)…