Browsing Tag

Infocity gang rape case

ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କ ଜାମିନ୍‌ ଆବେଦନ ଖାରଜ

କେନ୍ୟୁଜ୍(ବ୍ୟୁରୋ):  ଭୁବନେଶ୍ୱର ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କ ଜାମିନ୍‌ ଆବେଦନ ଖାରଜ । ବେଲ୍‌ ପିଟିସନକୁ ଖାରଜ କରିଛନ୍ତି ଭୁବନେଶ୍ୱର ପକ୍‌ସୋ କୋର୍ଟ । ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖଖି ଜାମିନ ଆବେଦନ ଖାରଜ ହୋଇଥିବା ସୂଚନା ଦେଇଛନ୍ତିି…

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା, ଆଜି ହାଇକୋର୍ଟରେ ହାଜର ହେବେ କ୍ରାଇମବ୍ରାଞ୍ଚ ଏଡିଜି

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ହାଇକୋର୍ଟରେ ହାଜର ହେବେ କ୍ରାଇମବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ । ଭିଡିଓ କନଫରେନ୍ସିଂ ଜରିଆରେ କ୍ରାଇମବ୍ରାଞ୍ଚ ଏଡିଜି ହାଜର ହେବେ । ନଭେମ୍ବର ୧୮ ତାରିଖରେ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ମାମଲାର ଅଗ୍ରଗତି ନେଇ…

ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା, ୪ ଜଣଙ୍କୁ ଉଠାଇନେଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର : ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ୪ ଜଣଙ୍କୁ ଉଠାଇନେଲା କ୍ରାଇମ୍‌ବ୍ରାଞ୍ଚ। କଟକ କ୍ରାଇମ୍‌ବ୍ରାଞ୍ଚ କାର୍ଯ୍ୟାଳୟରେ ତାଙ୍କୁ ପଚରାଉଚରା କରାଯାଉଛି। ଗତକାଲି ରାତିରୁ ୪ଜଣଙ୍କୁ ଟକ ରଖାଯାଇଥିବା ସୂଚନା ମିଳିଛି। ହେପାଜତରେ ଅଛନ୍ତି FIRରେ ନାଁ ଥିବା ୪ ଜଣ।…

ଭୁବନେଶ୍ୱର ଇନଫୋସିଟି ନାବାଳିକା ଦୁଷ୍କର୍ମ ଘଟଣା, ଓଟିଭି ଏମଡିଙ୍କ ଆବେଦନକୁ ଖାରଜ କଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା…

ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି ନାବାଳିକା ଦୁଷ୍କର୍ମ ଘଟଣାରେ ଓଟିଭି ଏମଡିଙ୍କ ଆବେଦନକୁ ଖାରଜ କଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ । କୋର୍ଟରେ ମାମଲା ଥିବାରୁ ଶୁଣାଣି ନ କରିବାକୁ ଆବେଦନ କରିଥିଲେ ଓଟିଭି ଏମଡି ଜଗି ମଙ୍ଗତ ପଣ୍ଡା । ଆସନ୍ତା ୨ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ।…

ଇନଫୋସିଟି ଅଞ୍ଚଳରେ ଗଣଦୁଷ୍କର୍ମ ମାମଲା: ପୀଡ଼ିତା ଓ ତାର ମାକୁ ସୁରକ୍ଷା ଯୋଗାଇ ଦେବାକୁ ଓଡ଼ିଶା ପୋଲିସକୁ…

ଭୁବନେଶ୍ବର: ଇନଫୋସିଟି ଅଞ୍ଚଳରେ ଗଣଦୁଷ୍କର୍ମ ମାମଲା । ହାଇକୋର୍ଟ ଏହି ମାମଲାର ଶୁଣାଣି କରି ପୀଡ଼ିତା ଓ ତାର ମାକୁ ସୁରକ୍ଷା ଯୋଗାଇ ଦେବାକୁ ଓଡ଼ିଶା ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।ତଦନ୍ତ ପ୍ରକ୍ରିୟାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ । ଏଭଳି ଜଘନ୍ୟ ଅପରାଧରେ କୌଣସି ଅଭିଯୁକ୍ତଙ୍କୁ ଗିରଫ…

ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା: ତଦନ୍ତର ସ୍ଥିତି ସମ୍ପର୍କରେ ରିପୋର୍ଟ ଦେବାକୁ କ୍ରାଇମ୍‌ବ୍ରାଞ୍ଚକୁ…

ଭୁବନେଶ୍ଵର: ହାଇକୋର୍ଟରେ ଭୁବନେଶ୍ଵର ନାବାଳିକା ତଦନ୍ତର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ରିପୋର୍ଟ ଦେବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନଭେମ୍ବର ୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ଗଣଦୁଷ୍କର୍ମ ମାମଲାର ପୂର୍ବରୁ ରାଜ୍ୟ…

ଭୁବନେଶ୍ଵର ନାବାଳିକା ଗଣଦୁଷ୍କର୍ମ ମାମଲା, ଆଜି ହାଇକୋର୍ଟରେ ହେବ ଶୁଣାଣି

ଭୁବନେଶ୍ଵର: ଭୁବନେଶ୍ଵର ନାବାଳିକା ଗଣଦୁଷ୍କର୍ମ ମାମଲାର ଆଜି ହାଇକୋର୍ଟରେ ହେବ ଶୁଣାଣି । ଗତ ସୋମବାର ଦିନ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ କରାଯାଇଛି । ଅକ୍ଟୋବର ୬ ତାରିଖ ଠାରୁ ଏହି ମାମଲା ଓଡିଶା କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବା ହାଇକୋର୍ଟଙ୍କୁ ଅବଗତ କରାଯାଇଛି ।…

ରାଜଧାନୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା, ପ୍ରତିକ୍ରିୟା ରଖିଲେ ପୋଲିସ୍ କମିଶନର ସୁଧାଂଶୁ ଷଡଙ୍ଗୀ

ଭୁବନେଶ୍ବର: ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା । ପୋଲିସ୍ କମିଶନର ସୁଧାଂଶୁ ଷଡଙ୍ଗୀଙ୍କ ପ୍ରତିକ୍ରିୟା। କହିଲେ ତଦନ୍ତ ଚାଲିଛି, ତଦନ୍ତ ଠିକ କରାଯାଉଛି। ଏହାସହ ଠିକ ସମୟରେ ସମସ୍ତ ତଥ୍ଯ ସାମ୍ନାରେ ରଖାଯିବ। ବର୍ତ୍ତମାନ କୌଣସି ବକ୍ତବ୍ଯ ରଖିବା ତଦନ୍ତକୁ ପ୍ରଭାବିତ କରିବ ବୋଲି…

ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା: ମହିଳା କମିଶନଙ୍କ ନିକଟରେ ହାଜର ହେଲେ ଓଟିଭି ଏମଡି

ଭୁବନେଶ୍ବର: ମହିଳା କମିଶନଙ୍କ ନିକଟରେ ହାଜର ହେଲେ ଓଟିଭି ଏମଡି। ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ଦିନ ୧୧ଟାରେ ବ୍ୟକ୍ତିଗତ ହାଜର ପାଇଁ ନୋଟିସ ହୋଇଥିଲା। ପୀଡ଼ିତାଙ୍କ ମାଆ ଏବଂ ଓଟିଭି ଏମଡିଙ୍କ ମଧ୍ୟରେ ଫୋନରେ ହୋଇଥିବା ବାର୍ତ୍ତାଲାପ ଉପରେ ପଚରାଉଚରା କରାଯାଉଛି।…

ଗଣଦୁଷ୍କର୍ମ ମାମଲାରେ OTV ଏମ୍‌ଡିଙ୍କୁ ନୋଟିସ ପ୍ରସଙ୍ଗ, ଆସନ୍ତାକାଲି ଦିନ୧୧ଟାରେ ହାଜର ହେବାକୁ ନୋଟିସ

ଭୁବନେଶ୍ୱର (କେନ୍ୟୁଜ): ଇନଫୋସିଟି ଅଞ୍ଚଳରେ ନାବାଳିକା ଗଣଦୁଷ୍କର୍ମ ଘଟଣାରେ ଓଟିଭି ଏମଡିଙ୍କୁ ହାଜର ହେବାକୁ ନୋଟିସ କରାଯାଇଛି । ଆସନ୍ତାକାଲି ୧୧ଟା ସମୟରେ ହାଜର ହେବାକୁ ନୋଟିସ କରିଛନ୍ତି ମହିଳା କମିଶନ ଅଧ୍ୟକ୍ଷା । କୋର୍ଟ ନିୟମ ଅନୁଯାୟୀ ଓଟିଭି ଏମଡିଙ୍କୁ ନୋଟିସ କରାଯାଇଛି । ସେହିଭଳି…

ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ମହିଳା କମିଶନ ଅଧ୍ୟକ୍ଷାଙ୍କ ପ୍ରତିକ୍ରିୟା, କହିଲେ ନୋଟିସ୍ ଅନୁସାରେ…

ଭୁବନେଶ୍ବର: ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା । ମହିଳା କମିଶନ ଅଧ୍ୟକ୍ଷାଙ୍କ ପ୍ରତିକ୍ରିୟା । ପୀଡିତାଙ୍କ ମା’ଙ୍କ ଅଭିଯୋଗ ଅନୁସାରେ ଓଟିଭି ଏମଡିଙ୍କୁ ନୋଟିସ ହୋଇଛି । ପୀଡିତାଙ୍କ ମା ଦେଇଥିବା ଅଡିଓ କ୍ଲିପ ଓ ପେନ ଡ୍ରାଇଭକୁ ନେଇ ତଦନ୍ତ ହେବ ବୋଲି କହିଛନ୍ତି ମହିଳା କମିଶନ…

ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା, ମହିଳା ଥାନାରେ OTV ଇନ୍‌ପୁଟ ହେଡ୍

ଭୁବନେଶ୍ବର: ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା, ମହିଳା ଥାନାରେ OTV ଇନ୍‌ପୁଟ ହେଡ୍, ପୀଡ଼ିତାଙ୍କ ମାଆଙ୍କ ଅଭିଯୋଗକୁ ନେଇ ପଚରାଉଚରା କରୁଛି ମହିଳା ଥାନା। ପୀଡିତାଙ୍କ ବୟାନ ଆଧାରରେ ୬ ଅଭିଯୁକ୍ତଙ୍କୁ ଗିରଫ ନିର୍ଦ୍ଦେଶ ଦେଇଥିଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ । ଏହାସହ…