ପ୍ରତିରକ୍ଷା ମନ୍ତ୍ରାଳୟର ବଡ଼ ନିଷ୍ପତ୍ତି, ସୋସିଆଲ୍ ମିଡିଆ ବ୍ୟବହାର କରିପାରିବେ ଜବାନ କିନ୍ତୁ କରିପାରିବେନି ପୋଷ୍ଟ
ନୂଆଦିଲ୍ଲୀ: ଭାରତୀୟ ସେନା ସୋସିଆଲ୍ ମିଡିଆ ବ୍ୟବହାର ସମ୍ପର୍କରେ ଏକ ବଡ଼ ପରିବର୍ତ୍ତନ କରିଛି । ଏବେ ସେନା, ସୈନିକ ଏବଂ ଅଧିକାରୀମାନେ କେବଳ ଦେଖିବା ଏବଂ ତଦାରଖ କରିବା ପାଇଁ ଇନଷ୍ଟାଗ୍ରାମ ବ୍ୟବହାର କରିପାରିବେ । ସେମାନେ କୌଣସି ପୋଷ୍ଟ କରିପାରିବେ ନାହିଁ କିମ୍ବା କୌଣସି ପୋଷ୍ଟକୁ ଲାଇକ୍…