କଟକ ଦୁର୍ଗା ପୂଜା ପାଇଁ ଆସିଲା ନିର୍ଦ୍ଦେଶନାମା; ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ
କଟକ : ଦୁର୍ଗା ପୂଜା ପାଇଁ ଜାରି ହେଲା ସର୍କୁଲାର । କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ। ବିଶେଷ କରି ସଂକୀର୍ଣ୍ଣ ରାସ୍ତା ପାଇଁ ଏହି ନିୟମ ଲାଗୁ କରାଯାଇଛି । ଆଜି ଆୟୋଜିତ ମହାନଗର ଶାନ୍ତି…