ଜମ୍ମୁ କାଶ୍ମୀର ସେନା ଟାର୍ଗେଟରେ ୧୪ ଜଣ ଆତଙ୍କବାଦୀ, ତାଲିକା ଜାରି କଲା ଗୁଇନ୍ଦା ବିଭାଗ
ଜମ୍ମୁ କାଶ୍ମୀରର ପହଲଗାମରେ ୨୨ ଏପ୍ରିଲରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦେଶ ଏପର୍ଯ୍ୟନ୍ତ ଭୁଲିନାହିଁ । ଏହି ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏହି ଘଟଣା ପରେ ସରକାର ନିରନ୍ତର କଠୋର ପଦକ୍ଷେପ ନେଉଛନ୍ତି ଏବଂ ତଦନ୍ତ…