ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ଆଜି ଓଡ଼ିଶା ଆସୁଛନ୍ତି ଅନ୍ତଃ ମନ୍ତ୍ରିସ୍ତରୀୟ କେନ୍ଦ୍ରୀୟ ଟିମ୍
ଭୁବନେଶ୍ବର: ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ଆଜି ଓଡ଼ିଶା ଆସୁଛି ଅନ୍ତଃ ମନ୍ତ୍ରିସ୍ତରୀୟ କେନ୍ଦ୍ରୀୟ ଟିମ୍। ଗୃହମନ୍ତ୍ରାଳୟରେ ଯୁଗ୍ମ ସଚିବ ଥିବା ପ୍ରବୀଣ ବଶିଷ୍ଟଙ୍କ ନେତୃତ୍ୱରେ ଆସୁଥିବା ଏହି ଟିମ୍ ଦୁଇ ଦିନ ରାଜ୍ୟର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ଯାଇ କ୍ଷୟକ୍ଷତି ଅନୁଧ୍ୟାନ…