କମିଲା ରେପୋ ରେଟ୍, କମିବ ଇଏମଆଇ ସୁଧ ହାର
କମିଲା ରେପୋ ରେଟ୍ । କମିବ ଇଏମଆଇ ସୁଧ ହାର । ରେପୋ ରେଟ୍ ହ୍ରାସ କଲା ଭାରତୀୟ ରିଜର୍ଭ ବ୍ୟାଙ୍କ । ମନିଟାରୀ ପଲିସ କମିଟି ବୈଠକ ପରେ ରେପୋ ରେଟ୍ ହ୍ରାସ ଘୋଷଣା କଲେ ଆରବିଆଇ ଗଭର୍ଣ୍ଣର ସଂଜୟ ମାଲହୋତ୍ରା । ରେପୋ ରେଟ୍ ୨୫ ବେସିସ୍ ପଏଣ୍ଟ ହ୍ରାସ କରିଛି ଆରବିଆଇ । ୨୫ ବେସିସ୍ ପଏଣ୍ଟ…