ଆଜି ବିଶ୍ବ ପାଳୁଛି ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ, ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଦେଶ ଏବଂ ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦି ଏହି ଅବସରରେ କୋଲକାତାରେ ଅଛନ୍ତି। ସେ କୋଲକାତାର ଐତିହାସିକ ରେଡ୍ ରୋଡରେ ଯୋଗ ଅଭ୍ୟାସ କରୁଥିବାର ଦେଖିବାକୁ ମିଳିଛି । ଏହି ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି କିଛି କଥା କହିଛନ୍ତି ।…