ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ, ଯାଜପୁରରୁ ଅଭିଯୁକ୍ତ ଗିରଫ
ବାଙ୍କୀ : ପୁଣି ଭାଇରାଲ ଭିଡିଓ ଚର୍ଚ୍ଚା । ବାଙ୍କୀ ଅଞ୍ଚଳର ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିବା ଘଟଣାରେ ଗତକାଲି ବିଳମ୍ବିତ ରାତିରେ ଅଭିଯୁକ୍ତକୁ ଗିରଫ କରିଛି ବାଙ୍କୀ ପୋଲିସ । ଅଭିଯୁକ୍ତଙ୍କ ନାମ ଅମୀୟ ଚକ୍ର । ବାଙ୍କୀ ପୋଲିସ ତାଙ୍କୁ ଯାଜପୁର ଅଞ୍ଚଳରୁ ଗିରଫ…