IOCL ରେ ବମ୍ପର ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ
ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ(IOCL)ରେ ଅନେକ ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ସାଇଟକୁ ଯାଇ ଆବେଦନ ଫର୍ମ ପୂରଣ କରିପାରିବେ । ଏହି ଭର୍ତ୍ତି ଅଧିନରେ ଜୁନିଅର ଅପରେଟର, ଜୁନିଅର…