Browsing Tag

IRB Javan dies after falling from a pole

ପୋଲ ତଳେ ପଡି ଆଇଆରବି ଯବାନଙ୍କ ମୃତ୍ୟୁ

ଧର୍ମଗଡ: ପୋଲରେ ତଳେ ପଡି ଜଣେ ଆଇଆରବି ଯବାନଙ୍କ ମୃତ୍ୟୁ। କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ନାନ୍ଦୋଳ- କେନ୍ଦୁପାଟି ରାସ୍ତାରେ ଥିବା ଏକ ପୋଲ ତଳେ ପଡି ଜଣେ ଆଇଆରବି ଯବାନଙ୍କ ମୃତ୍ୟୁ ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ଜୁନାଗଡ଼ ବ୍ଲକ ଜାରିଙ୍ଗ ସ୍ଥିତ…