ଚେଇଁ ଶୋଇଛିକି ପ୍ରଶାସନ, ପ୍ରତିଦିନ ରାଜ୍ୟ ବାହାରକୁ ଚୋରାରେ ଚାଲାଣ ହେଉଛି ମୂଲ୍ୟବାନ ଲୁହା ପଥର
କେନ୍ଦୁଝର(କେ ନ୍ୟୁଜ): କେନ୍ଦୁଝର ଜିଲ୍ଲା ଯୋଡା ଖଣି ମଣ୍ଡଳ ଅନ୍ତର୍ଗତ ଜଜାଙ୍ଗ ପଞ୍ଚାୟତ ଭୋଳବେଡା ଠାରେ ଥିବା ହରଗୋବିନ୍ଦ ପାଣ୍ଡିଆଙ୍କ ଲୌହ ଓ ମାଙ୍ଗାନିଜ ଖଣି ଲୁହାପଥର ଲୁଟେରାଙ୍କ ପେଣ୍ଠସ୍ଥଳି ପାଲଟିଛି । ଦୈନିକ ରାଜ୍ୟ ବାହାରର ଟ୍ରକ ମାଧ୍ୟମରେ ଏଠାରୁ ବୋଝେଇ ହୋଇ ଲକ୍ଷ ଲକ୍ଷ ଟଙ୍କାର…