ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ସିରିଜ ଆକ୍ରମଣ, ୨୫ ରୁ ଅଧିକ ଲୋକଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ କରିଛନ୍ତି ସିରିଜ ଆକ୍ରମଣ । ଏହି ଆକ୍ରମଣରେ ୨୫ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି । ଇରାନ ଇସ୍ରାଏଲ ଏବଂ ଉପସାଗରୀୟ ଦେଶଗୁଡ଼ିକ ଉପରେ ମିଶାଇଲ୍ ମାଡ଼ କରି ଜବାବ ଦେଇଛି । ଏହି ଆକ୍ରମଣ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…