ISRO ର ନୂଆ ଅଧ୍ୟକ୍ଷ ଡକ୍ଟର ଭି.ନାରାୟଣନ,ଦାୟିତ୍ୱ କଲେ ଗ୍ରହଣ
ISRO ର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ଭି. ନାରାୟଣନ ଇସ୍ରୋର ମୁଖ୍ୟ ଭାବେ ଦୁଇ ବର୍ଷ ଧରି ଦାୟିତ୍ବରେ ରହିବେ ।
ଦେଶରେ କ୍ରାୟୋଜେନିକ ଇଞ୍ଜିନ ବିକାଶ…