ଇଟାଲୀର ରହିଛି ରହସ୍ୟମୟ ଆଇଲାଣ୍ଡ, ଯିଏ ଏହାକୁ କିଣିଲା ସେ ଚାଲିଗଲା ଆରପାରିକୁ
ଇଟାଲୀକୁ ବୁଲିଯିବାକୁ କିଏ ବା ଭଲ ନ ପାଏ । ଏଠାରେ ଏପରି ଏକ ସ୍ଥାନ ଅଛି ଯାହାକି ସ୍ୱର୍ଗ ସହିତ ମଧ୍ୟ ତୁଳନା କରାଯାଏ । ତେବେ ଏଠାରେ ଏପରି ଏକ ଦ୍ୱୀପ ଅଛି ଯାହାକୁ ନେଇ ରହିଛି ରହସ୍ୟମୟ କାହାଣୀ । ଏହି ଦ୍ୱୀପ ହେଉଛି ଅଶୁଭ । ଏହାକୁ ଯିଏ କିଣିଛି ସେ ଆରପାରିକୁ ଯାଇଛି କିମ୍ବା ତାର ପରିବାର…