କୋଏମ୍ବାଟୁରରେ ଆର୍ଟ ଅଫ୍ ଗିଭିଂ ଦିବସ ପାଳିଲେ କାଦମ୍ବିନୀ ସମ୍ପାଦିକା ଡ. ଇତି ସାମନ୍ତ
ତାମିଲନାଡୁର କୋଏମ୍ବାଟୁରଠାରେ ପାଳିତ ହୋଇଛି ଆନ୍ତର୍ଜାତିକ ଆର୍ଟ ଅଫ ଗିଭିଂ ଦିବସ। କୋଏମ୍ବାଟୁରର କେପିଆର ଇନ୍ଷ୍ଟିଚ୍ୟୁଟ୍ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜିରେ ଅନୁଷ୍ଠିତ ଏହି ଦିବସରେ କାଦମ୍ବିନୀର ସମ୍ପାଦିକା ଡ. ଇତି ସାମନ୍ତ ଯୋଗ ଦେଇଛନ୍ତି। ଏ ଅବସରରେ ସେ ଛାତ୍ରଛାତ୍ରୀଙ୍କୁ ପେନ୍…