ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ; ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ କରାଗଲା ନିମନ୍ତ୍ରଣ
ପୁରୀ (କେନ୍ୟୁଜ): ଜାନୁଆରୀ ୧୭ରେ ଲୋକାର୍ପିତ ହେବ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ବଡ଼ ପ୍ରସ୍ତୁତି ଚାଲିଛି। ଶ୍ରୀମନ୍ଦିର ପରିକ୍ରମାର ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ପତ୍ର ମହାପ୍ରଭୁଙ୍କୁ ଅର୍ପଣ ପରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ କରାଯାଇଛି। ଏହାପରେ…