ନୀଳକନ୍ଦରକୁ ବିଜେ କରିଛନ୍ତି ନୀଳାଦ୍ରୀପତି, ଆଜିଠୁ ମିଳିବ ନୀଳାଚଳ ଅବଢା
ପୁରୀ: ନୀଳକନ୍ଦରକୁ ବିଜେ କରିଛନ୍ତି ନୀଳାଦ୍ରୀପତି । ବଡ ଭାଇ ବଳଭଦ୍ର, ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ସରିଲା ମହାପ୍ରଭୁଙ୍କ ନବଦିନାତ୍ମକ ଲୀଳାଖେଳା । ବଡଦାଣ୍ଡରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମହାବାହୁଙ୍କୁ ରଥବେଦୀରୁ ରତ୍ନବେଦୀକୁ ବାହୁଡି ଯିବାର ଦୃଶ୍ୟ ଦେଖି ଭାବବିହ୍ବଳ ହୋଇଥିଲେ । ଘୋଷଯାତ୍ରାର…