Browsing Tag

jagannath pahandi bije

ନନ୍ଦିଘୋଷ ରଥରେ ରଥାରୁଢ ହେଲେ ମହାପ୍ରଭୁ ଶ୍ରୀଜଗନ୍ନାଥ, ସରିଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ

ପୁରୀ(କେନ୍ଯୁଜ୍): ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ମହାବାହୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ରଥ ପ୍ରତିଷ୍ଠା। ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟ, କାହାଳୀ ଓ ବାଜାରେ କମ୍ପୁଛି ସାରା ପରିବେଶ । ମନ୍ଦିର ଭିତରେ…

ତିନି ରଥରେ ବିଜେ ହେଲେ ତିନି ଠାକୁର, ଗୁଣ୍ଡିଚା ଘରକୁ ଯାତ୍ରା ଲାଗି ପ୍ରସ୍ତୁତ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଚଳଚଞ୍ଚଳ ବଡ଼ଦାଣ୍ଡ। ପବିତ୍ର ରଥଯାତ୍ରା ଅବସରରେ ତିନି ଠାକୁର ବଡ଼ଦାଣ୍ଡରେ ଯାତ୍ରା କରିବେ। ବର୍ତ୍ତମାନ ତିନି ଠାକୁରଙ୍କ ପହଣ୍ଡି ସରି ରଥାରୂଢ଼ ହୋଇସାରିଛନ୍ତି । କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡ ଯିବାକୁ ବାରଣ କରାଯାଇଥିବାବେଳେ କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ…

ବଡ଼ ଟାହିଆ ବାନ୍ଧି ଝୁଲି ଝୁଲି ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ, ଉତ୍ସବ ମୁଖରିତ ହୋଇ ଉଠିଛି ଶ୍ରୀକ୍ଷେତ୍ର

ପୁରୀ: ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧା ମୂରତି। ଜନ୍ମବେଦୀ ଅଭିମୁଖେ ଯାତ୍ରା କରିବେ ତିନିଠାକୁର । ଶ୍ରୀଜିଉଙ୍କ ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ନିଦ୍ଧାରିତ ସମୟରେ ଆରମ୍ଭ ହୋଇଯାଇଛି ପହଣ୍ଡି । କଡ଼ା କଟକଣା ଭିତରେ ଆରମ୍ଭ ହୋଇଯାଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ…