Below header
Browsing Tag

jagannath sena

ASI ସୁପରିଟେଣ୍ଡେଣ୍ଟଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲା ଜଗନ୍ନାଥ ସେନା, ଲିଙ୍ଗରାଜ ଥାନାରେ ଦେଲା ଏତଲା

ଭୁବନେଶ୍ବର(କେନ୍ୟୁଜ୍):ପ୍ରତ୍ନତତ୍ତ୍ୱ ବିଭାଗ ସୁପରିଟେଣ୍ଡେଟଙ୍କ ବିରୋଧରେ ଲିଙ୍ଗରାଜ ଥାନାରେ ଏତଲା ଦେଲା ଜଗନ୍ନାଥ ସେନା । ନିଜ କର୍ତ୍ତବ୍ୟ ଠିକ ଭାବରେ ତୁଲାଇ ନାହାନ୍ତି ସୁପରିଟେଣ୍ଡେଟ । ବିନା ଅନୁମତିରେ କିପରି ଶ୍ରୀ ମନ୍ଦିର ଚତଃପାର୍ଶ୍ବରେ ବେଆଇନ ଭାବେ ଖନନ କରାଗଲା? ରାଜ୍ୟ ସରକାରଙ୍କ…

ଉତ୍ତରପ୍ରଦେଶରେ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା, ବିରୋଧ କଲା ଶ୍ରୀଜଗନ୍ନାଥ ସେନା

ପୁରୀ(କେନ୍ୟୁଜ୍): ଇସ୍କନ ପରେ ଡିସେମ୍ବର ୨୯ରେ ହେବାକୁ ଯାଉଥିବା ଅଦିନିଆ ରଥଯାତ୍ରାକୁ ବିରୋଧ କରି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି । ଏହାଛଡ଼ା ଉତ୍ତରପ୍ରଦେଶ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଣ୍ରୀମନ୍ଦିର ପ୍ରଶାସନ ନୀତି ପ୍ରଶାସକଙ୍କୁ ଦାବିପତ୍ର…

ପାଠ୍ଯ ପୁସ୍ତକରେ ଜଗନ୍ନାଥ ସଂସ୍କୃତିର କଦର୍ଥ : ପ୍ରତିବାଦରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ବର: ଆନ୍ଧ୍ର ପ୍ରଦେଶ ଓ ତେଲେଙ୍ଗାନାର କେତେକ ପାଠ୍ୟ ପୁସ୍ତକରେ ଶ୍ରୀଜଗନ୍ନାଥ ଏବଂ ସନାତନ ଧର୍ମକୁ କଦର୍ଥ କରାଯାଇଛି। ଏହାର ପ୍ରତିବାଦରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ୱାର ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ‘ଜୟାମ୍ମା ଜୟମ୍ ସିରିଜ’ ଆର୍ଟ ଏଜୁକେସନ୍ ପ୍ରକାଶନୀ ପକ୍ଷରୁ…