ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ, ଏବେ ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର
ଜଳେଶ୍ୱର : ଧାମ ବିବାଦର ପଡ଼ିଲା ପୂର୍ଣ୍ଣଚ୍ଛେଦ । ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ । ଜଗନ୍ନାଥ ଧାମ ବଦଳରେ ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର । ଧାମ ଶବ୍ଦ ହଟିବା ନେଇ ଗତକାଲି ବଡ ଘୋଷଣା କରିଥିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ଆଜି ସ୍ଥାନୀୟ…