ଆଜି ଶ୍ରୀକ୍ଷେତ୍ରରେ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ(କେନ୍ୟୁଜ): ଆଜି ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ସ୍ନାନଯାତ୍ରା ପରିପ୍ରେକ୍ଷୀରେ ଚାରମାଳ ବନ୍ଧା ଓ ସେନାପଟା ଲାଗି ନୀତି ନିମନ୍ତେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଗତକାଲି ବିଳମ୍ବିତ ରାତିରେ ବାହୁଟକଣ୍ଟ ସହ…