Browsing Tag

jagannath temple opening

ଶ୍ରୀମନ୍ଦିର ଖୋଲିବା ନେଇ ସିଂହଦ୍ୱାର ସମ୍ମୁଖରେ ଧାରଣାରେ ବସିଲେ ପୂର୍ବତନ ସୁଆର ମହାସୁଆର ନିଯୋଗର ସଭାପତି

ପୁରୀ: ଶ୍ରୀମନ୍ଦିର ଖୋଲିବା ନେଇ ସିଂହଦ୍ୱାର ସମ୍ମୁଖରେ ଧାରଣା । ଧାରଣାରେ ବସିଲେ ପୂର୍ବତନ ସୁଆର ମହାସୁଆର ନିଯୋଗ ସଭାପତି ଦାମୋଦର ମହାସୁଆର । ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟୁରେ ଯଦି ଅନେକ ଲୋକ ହେଲେ ତେବେ ଶ୍ରୀମନ୍ଦିର ଖୋଲିଲେ ଅସୁବିଧା କ’ଣ ବୋଲି ସେ ପ୍ରଶ୍ନ କରିଛନ୍ତି ।…