Browsing Tag

jagannath

ଆଜି ରଥଯାତ୍ରା: ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି ଶେଷ ହେବାପରେ ଚାଲିଛି ବଳଭଦ୍ରଙ୍କ ପହଣ୍ଡି ବିଜେ

ପୁରୀ: ଆଜି ରଥଯାତ୍ରା । ରତ୍ନ ଦେବୀ ଛାଡି ରଥରେ ଚଢି ଜନ୍ମବେଦୀ ଯିବେ ତିନି ଠାକୁର । କିନ୍ତୁ ଚଳିତ ବର୍ଷ କରୋନା ମହାମାରୀ ପାଇଁ ଦେଖାଯିବନି ଭକ୍ତଙ୍କ ଭିଡ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କମ୍ ସଂଖ୍ଯକ ସେବାୟତଙ୍କୁ ନେଇ ଚାଲିଛି ସମସ୍ତ ନୀତିକାନ୍ତି । ଭୋର ୩ଟାରୁ ମହାପ୍ରଭୁଙ୍କର…

କରୋନା ଯୋଗୁ ଅଟକିବନି ମହାପ୍ରଭୁଙ୍କ ଚନ୍ଦନଯାତ୍ରା, ଶ୍ରୀକ୍ଷେତ୍ରରେ ବିନା ଭକ୍ତରେ ହେବ ପରମ୍ପରା

ପୁରୀ: କରୋନା ଯୋଗୁଁ ଅଟକିବନି ମହାପ୍ରଭୁଙ୍କ ଚନ୍ଦନଯାତ୍ରା ପରମ୍ପରା । ଏଥର ଶ୍ରୀକ୍ଷେତ୍ର ପୁରୀରେ ହେବ ବିନା ଭକ୍ତରେ ଚନ୍ଦନ ଯାତ୍ରା। ଚନ୍ଦନ ଯାତ୍ରାରେ ଗହଳିକୁ ବାରଣ କରାଯିବ। ଯାତ୍ରାବେଳେ ସାମାଜିକ ଦୁରତା ବଜାୟ ରହିବ। କଡା କଟକଣା ମଧ୍ୟରେ ଅନୁଷ୍ଠିତ ହେବ ଏହି ପରମ୍ପରା। ଏନେଇ…

ବାଲିଗୁଡା: ଜଗନ୍ନାଥ ମନ୍ଦିରରେ ଦେଖାଗଲା ପେଚା, ଗରୁଡ ପକ୍ଷୀ କହି ଲୋକେ କଲେ ପୂଜାର୍ଚ୍ଚନା

ବାଲିଗୁଡା(କେନ୍ୟୁଜ୍): ବାଲିଗୁଡା ଜଗନ୍ନାଥ ମନ୍ଦିର ଦେଖାଯାଇଛି ଏକ ବିରଳ ପକ୍ଷୀ। ଲୋକେ ଏହାକୁ ଗରୁଡ ପକ୍ଷୀ କହି ସକାଳୁ ପଜାର୍ଚ୍ଚନା  କରିଛନ୍ତି। ଅନ୍ୟ ପକ୍ଷରେ ଏହା ପେଚା ଭଳ ଦେଖାଯାଉଥିବାରୁ ଏହାକୁ  କେହି କେହି ପେଚା ବୋଲି ଏଡାଇ ଯାଇଛନ୍ତି। ମିଳିଥିବା ସୂଚନା ଅନୁସାରେ ସକାଳୁ ମନ୍ଦିରର…

ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପରେ ଭିତର ରତ୍ନଭଣ୍ଡାର ଖୋଲିବା ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ

ପୁରୀ:ଖୋଲିବ କି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ? ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ଆଭାସ ମିଳିଛି। ଭିତର ରତ୍ନଭଣ୍ଡାର ଖୋଲିବା ସପକ୍ଷରେ ପରିଚାଳନା କମିଟି ସଦସ୍ୟ ମଧ୍ୟ ଯୁକ୍ତି ରଖିଛନ୍ତି। ମହାପ୍ରଭୁଙ୍କ ଅଳଙ୍କାର ପରି…

ସୋସିଆଲ ମିଡିଆରେ ମହାପ୍ରଭୂଙ୍କ ଗୁପ୍ତସେବା ଭାଇରାଲ୍, ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ

କେନ୍ୟୁଜ୍ : ସୋସିଆଲ ମିଡିଆରେ ଭାଇରାଲ ହେଲା ମହାପ୍ରଭୂଙ୍କ ଗୁପ୍ତସେବା। ଶ୍ରୀମନ୍ଦିରରେ ହୋଇଥିବା ସମସ୍ତ ସେବାପୂଜା ଓ ରୀତିନୀତି ରାଜ୍ୟ ବାହାରେ ଉଭୟ ମନ୍ଦିର ଓ ଘରେ କରାଯାଉଥିବା ଫଟୋ ଭାଇରାଲ ହୋଇଛି। ଶ୍ରୀମନ୍ଦିରର କେତେକ ନିର୍ଦ୍ଧିଷ୍ଟ ଗୋଷ୍ଠୀର ସେବାୟତ ଅନ୍ୟତ୍ର ଯାଇ ଠାକୁରଙ୍କ…

ବାହୁଡିବେ ବଡ଼ଠାକୁର, ୯ ଦିନର ଲୀଳାଖେଳା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ମହାପ୍ରଭୁ

ପୁରୀ : ଆଜି ବାହୁଡା । ୯ ଦିନର ଲୀଳାଖେଳ ସାରି ନୀଳକନ୍ଦର ଫେରିବେ ମହାପ୍ରଭୂ । ତେଣୁ ରଥଯାତ୍ରା ପରି ଆଜି ମଧ୍ୟ ଭକ୍ତମାନେ ଶ୍ରୀଜିଉଙ୍କ ଆଗମନକୁ ଅନେଇ ବସିଛନ୍ତି । ପୁଣି ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ରେ ପୁରି ଉଠିବ ବଡ଼ଦାଣ୍ଡ । ହରିବୋଳ-ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନୀରେ କମ୍ପି…