ସାଇବର ଠକଙ୍କ ଟାର୍ଗେଟରେ କଲେଜ ଛାତ୍ର ଛାତ୍ରୀ, ଆଡମିସନ ଏବଂ ରି- ଆଡମିସନ ପାଇଁ ମାଗୁଛନ୍ତି ଟଙ୍କା
ଜଗତସିଂହପୁର: ସାଇବର ଠକଙ୍କ ଟାର୍ଗେଟରେ କଲେଜ ଛାତ୍ର ଛାତ୍ରୀ । ଆଡମିସନ, ରି- ଆଡମିସନ ପାଇଁ ଛାତ୍ରଛାତ୍ରୀଙ୍କୁ ଟଙ୍କା ମାଗୁଛନ୍ତି ସାଇବର ଠକ । ଜଗତସିଂହପୁର ଜିଲ୍ଲାର ବିଭିନ୍ନ କଲେଜରୁ ଏଭଳି ଅଭିଯୋଗ ଆସିବା ପରେ ବଡ଼ଧରଣର ସାଇବର ଠକେଇ ପଦାକୁ ଆସିଛି । ଗାଦିବ୍ରହ୍ମ ମହିଳା ଉଚ୍ଚ ମାଧ୍ୟମିକ…