ଜେଲ୍ କାନ୍ଥ ଡେଇଁ କଏଦୀ ଫେରାର, ମର୍ଡର କେସ୍ ରେ ସମ୍ପୃକ୍ତ ଥିଲେ ୨ ଡକାୟତ
ଚୌଦ୍ବାର: ଜେଲ୍ କାନ୍ଥ ଡେଇଁ କଏଦୀ ଫେରାର । ବାଉଁଶ ସାହାଯ୍ୟରେ କଟକ ଚୌଦ୍ବାର ଜେଲ୍ ରୁ ୨ ଡକାୟତ ଫେରାର ହୋଇଯାଇଛନ୍ତି । ଜେଲ ସେଲ୍ କାଟି ଫେରାର ହୋଇଯାଇଛନ୍ତି ୨ ବିହାରୀ ଡକାୟତ । ପାଣିକୋଇଲି ଅଞ୍ଚଳର ଏକ ସୁନା ଦୋକାନରୁ ଲୁଟ୍ କରିଥିଲେ । ଲୁଟ୍ ବେଳେ ଅଳଙ୍କାର ଦୋକାନ ଉପରକୁ କରିଥିଲେ…