Browsing Tag

jajpur corona positive

ଯାଜପୁର କିମ୍ଭିରିଆପାଳ ପଞ୍ଚାୟତକୁ ୨୪ଘଣ୍ଟା ପାଇଁ ସଟଡାଉନ ଘୋଷଣା କଲେ ସରପଞ୍ଚ

ଯାଜପୁର : ଯାଜପୁରରୁ ଆଜି ୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୮୮ରେ ପହଞ୍ଚିଛି । ଏଥିରେ ବରୀ ବ୍ଲକ କିମ୍ଭିରିଆପାଳ ପଞ୍ଚାୟତରୁ ୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ କୋଲକତା ଫେରନ୍ତା ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଦୁହେଁ ସରକାରୀ…

ଯାଜପୁରର ୧୪୦୦ରୁ ଉର୍ଦ୍ଧ୍ଵ ଅସ୍ଥାୟୀ ମେଡିକାଲ କ୍ୟାମ୍ପର ଭିତିଭୂମି ଯାଞ୍ଚ କଲେ ଜିଲ୍ଲାପାଳ, ପଚାରି ବୁଝିଲେ ବିଭିନ୍ନ…

ଯାଜପୁର ଟାଉନ: ଯାଜପୁର ଜିଲ୍ଲାକୁ ରାଜ୍ୟ ବାହାରୁ ଆସିବାରେ ଲାଗିଛନ୍ତି ପ୍ରବାସୀ ଫେରନ୍ତା । ଯାଜପୁର ଜିଲ୍ଲାରେ ୫୦ ହଜାରୁ ଉର୍ଦ୍ଧ୍ଵ ପ୍ରବାସୀ ଫେରନ୍ତା ନିଜର ନାମ ପଞ୍ଜୀକରଣ କରିଛନ୍ତି । ସେଥିପାଇଁ ଜିଲ୍ଲାରେ ୧୪୦୦ରୁ ଉର୍ଦ୍ଧ୍ଵ ଅସ୍ଥାୟୀ ମେଡିକାଲ କ୍ୟାମ୍ପ ଖୋଲାଯାଇଛି । ସେହି କ୍ୟାମ୍ପ…

ଯାଜପୁରରୁ ପୁଣି ୭ ନୂଆ ଆକ୍ରାନ୍ତ ଚିହ୍ନଟ ହେବାପରେ ୨ଟି ପଞ୍ଚାୟତକୁ ସଟ୍‌ ଡାଉନ ଘୋଷଣା

ଯାଜପୁର: ଯାଜପୁରରୁ ପୁଣି ୭ ନୂଆ ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୭୧ରେ ପହଞ୍ଚିଛି । ୭ ନୂଆ ଆକ୍ରାନ୍ତ ଚିହ୍ନଟ ପରେ ୨ଟି ପଞ୍ଚାୟତକୁ ସଟ୍‌ ଡାଉନ ଘୋଷଣା କରିଛନ୍ତି ସ୍ଥାନୀୟ ସରପଞ୍ଚ । ଗତକାଲି ୩୧ ଜଣ  ସୁସ୍ଥ ହୋଇଥିବା ବେଳେ  ଏବେବି  ୩୮ ଜଣ ସକ୍ରିୟ…

ଗଞ୍ଜାମ ପରେ ଯାଜପୁରରେ ଦ୍ୱିତୀୟ ସର୍ବାଧିକ ଆକ୍ରାନ୍ତ, ପ୍ରଶାସନ ପକ୍ଷରୁ ସଙ୍ଗରୋଧ କେନ୍ଦ୍ରରେ ୧୪୪ ଧାରା ଜାରି

ଯାଜପୁର: ଯାଜପୁରରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ଜିଲ୍ଲାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଅନ୍ୟ ୫୮ ଜଣ ବିଭିନ୍ନ ମେଡିକାଲରେ…

ଖୋର୍ଦ୍ଧାକୁ ଟପିଲା ଯାଜପୁର: ପଜିଟିଭଙ୍କ ସଂଖ୍ୟାରେ ହେଲା ଏକ ନମ୍ବର

କେନ୍ୟୁଜ(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର । ତେବେ ଏହାକୁ ମିଶାଇ ଜିଲ୍ଲାରେ ପଜିଟିଭଙ୍କ ସଂଖ୍ୟା ୪୮ରେ ପହଞ୍ଚିଥିବା ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା୧୫୭ କୁ ବୃଦ୍ଧି ପାଇଛି ।ଆକ୍ରାନ୍ତ ଜଣକ ବରୀ ବ୍ଲକର ୬୨ ବର୍ଷୀୟ ବୟସ୍କ…

ଖୋର୍ଦ୍ଧା ସହିତ ସମାନ ହେଲା ଯାଜପୁର: ପୁଣି ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୫୬କୁ…

ଯାଜପୁର: ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ । ଉଭୟ ଯାଜପୁର ଜିଲ୍ଲା ବରୀ ବ୍ଲକ୍ ର । ଉଭୟ ଆକ୍ରାନ୍ତ କୋଲକତା ଫେରନ୍ତା। ଆକ୍ରାନ୍ତଙ୍କ ଭିତରୁ ଜଣେ ୪୮ ବର୍ଷିୟ ଏବଂ ଜଣେ ୫୫ ବର୍ଷିୟ ପୁରୁଷ। ଉଭୟଙ୍କୁ କ୍ବାରାଣ୍ଟାଇନରେ ରଖାଯାଇଥିଲା । ତେବେ ଏହାକୁ ମିଶାଇ ଜିଲ୍ଲାରେ ପଜିଟିଭଙ୍କ…

ଯାଜପୁରରେ ଥମୁନି କୋରୋନା: ଆଉ ଜଣେ ପଜିଟିଭ ଚିହ୍ନଟ, ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮ରେ ପହଁଚିଲା

ଯାଜପୁର: ଯାଜପୁରରେ ପୁଣି ଆଉ ଜଣେ କୋରୋନା ପଜିଟିଭ ଚିହ୍ନଟ । ଯାଜପୁରରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି । ନୂଆ ଆକ୍ରାନ୍ତ ଜଣଙ୍କ ୩୦ ବର୍ଷିୟ ଯୁବକ, ଯିଏକି ବେହେରାପାଟଣା ଅଞ୍ଚଳର। ସେ ନିକଟରେ କୋଲକତାରୁ ଫେରିଥିଲେ । ତେବେ ଏହାକୁ ମିଶାଇ ରାଜ୍ୟରେ କୋରୋନା…

ପୁଣି ଯାଜପୁରରେ ଆଉ ୨ କୋରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି

ଯାଜପୁର: ଯାଜପୁରରେ ଆଉ ୨ କୋରୋନା ପଜିଟିଭ ଚିହ୍ନଟ । ଯାଜପୁରରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮କୁ ବୃଦ୍ଧି ପାଇଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ୫୫ ବର୍ଷିୟ ପୁରୁଷ ଯିଏକି ବିରଜାପୁର ଅଞ୍ଚଳର ଏବଂ ଆଉ ଜଣେ ୭୫ ବର୍ଷିୟା ମହିଳା ଯିଏକି କଟିକଟା ଅଞ୍ଚଳର ବୋଲି ଜଣାପଡିଛି । ଉଭୟ…