Browsing Tag

jajpur ill case

ବାହାଘର ଭୋଜି ଖାଇ ୪୦ରୁ ଉର୍ଦ୍ଧ୍ବ ଅସୁସ୍ଥ, ଡାକ୍ତରଖାନାରେ ଚାଲିଛି ଚିକିତ୍ସା

ଯାଜପୁର(କେ ନ୍ୟୁଜ):  ବାହାଘରରେ ବିଷାକ୍ତ ଖାଦ୍ୟ ଖାଇ ୪୦ ରୁ ଅଧିକ ଜଣ ଅସୁସ୍ଥ ହୋଇଛନ୍ତି । ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗାଁରେ ଘଟିଛି ଏହି ଅଘଟଣ। ଅସୁସ୍ଥ ମାନଙ୍କୁ ପ୍ରଥମେ ସ୍ଥାନୀୟ ଡାକ୍ତରଖାନା ଏବଂ ପରେ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି…