ନାବାଳିକା ଦୁଷ୍କର୍ମକାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହିତ ୧ ଲକ୍ଷ ଟଙ୍କାର ଜରିମାନା
ଯାଜପୁର ଟାଉନ: ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ଅଭିଯୁକ୍ତଙ୍କୁ ୧୦ବର୍ଷର ସଶ୍ରମ କାରାଦଣ୍ଡାଦେଶ ସହିତ ୧ ଲକ୍ଷ ଟଙ୍କା ଜରିମାନା ଆଦାୟ ପାଇଁ ପୋକସୋ ଅଦାଲତଙ୍କ ରାୟ। ଯାଜପୁର ଜିଲ୍ଲା ବ୍ୟାସନଗର ଅଂଚଳରେ ଗତ ୨୦୧୬ ମସିହା ଫେବ୍ରୁଆରୀ ୨୨ ତାରିଖ ଦିନ ଜଣେ ନାବାଳିକା ମେଳା ଦେଖି…