ଯାଜପୁର: ୫୩ନଂ ଜାତୀୟ ରାଜପଥ ପାଲଟିଛି ମରଣଯନ୍ତା, ପୃଥକ ପୃଥକ ଦୁର୍ଘଟଣା ଘଟି ଜଣେ ମୃତ ଓ ଜଣେ ଗୁରୁତର
ଯାଜପୁର(କେନ୍ୟୁଜ): ଯାଜପୁର ଜିଲ୍ଲାର ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ ପାଲଟିଛି ମରଣଯନ୍ତା। ଆଜି ଏହି ଜାତୀୟ ରାଜପଥରେ ପୃଥକ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ରାଜପଥର ଭଡଙ୍ଗା ଛକ ନିକଟରେ ଟାଟା ଏସିଇ ଓ ଟ୍ରକ ମଧ୍ୟରେ…