Browsing Tag

jalakrida neeti

୨୧ ଦିନ ପରେ ସରିଲା ମହାପ୍ରଭୁଙ୍କ ଜଳକ୍ରୀଡା ନୀତି, ଆଜି ଶ୍ରୀଜିଉଙ୍କ ହଳଦୀପାଣି ନୀତି

ପୁରୀ (କେନ୍ୟୁଜ) : ସରିଲା ମହାପ୍ରଭୁଙ୍କ ଜଳକ୍ରୀଡା ନୀତି। ୨୧ଦିନ ଧରି ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିଛନ୍ତି ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା । ଅକ୍ଷୟ ତୃତୀୟା ତିଥିରୁ ବାହାର ଚନ୍ଦନଯାତ୍ରା ଆରମ୍ଭ ହୋଇ ୨୧ଦିନ ବ୍ୟାପୀ ଚାଲିଥିଲା । ପ୍ରଚଣ୍ଡ ରୌଦ୍ରତାପ ଓ ଗ୍ରୀଷ୍ମପ୍ରବାହରୁ ରକ୍ଷା…