People Hospitalized: ଭୋଜି ଖାଇ ଝାଡ଼ାବାନ୍ତିରେ ଆକ୍ରାନ୍ତ, ୭୦ରୁ ଅଧିକ ଲୋକ ହସ୍ପିଟାଲରେ ଭର୍ତ୍ତି
ଜଳେଶ୍ୱର : ଭୋଜି ଖାଇବା ପରେ ଅଚାନକ ଆରମ୍ଭ ହେଲା ଝାଡ଼ାବାନ୍ତି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ଖରିଦା ଗ୍ରାମରେ ଏହି ଘଟଣା ଦେଖାଦେଇଛି । ଏକ ଘର ପ୍ରତିଷ୍ଠା ଉତ୍ସବରେ ଭୋଜି ଖାଇବା ପରେ ଅଚାନକ ଝାଡ଼ାବାନ୍ତି ବ୍ୟାପିବାରୁ ଗ୍ରାମରେ ଆତଙ୍କ ସୃଷ୍ଟି ହୋଇଛି । ଭୋଜି ଖାଇଥିବା…