Below header
Browsing Tag

Jalpaiguri

ଜଲପାଇଗୁଡି: ଓଲଟିଲା ପଥର ଓଭରଲୋଡିଂ ଟ୍ରକ, ଅକାଳରେ ଚାଲିଗଲା ୧୩ ଜୀବନ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ଜଲପାଇଗୁଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଲା ୧୩ ଜୀବନ। ଆଉ କିଛି ଲୋକ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି…